2 Samuel 13:33 — Compare Translations

5 translations compared side by side

Odia - 1840
"ଏଣୁ ସମସ୍ତ ରାଜପକ୍ସ୍ଟତ୍ର ମରିଛନ୍ତି ବୋଲି ମାରେ ପ୍ରଭକ୍ସ୍ଟ, ମହାରାଜ ମନ ରେ ନ ଘନନ୍େତକ୍ସ୍ଟ। କାରଣ କବଳେ ଅମ୍ ନୋନ ମରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସମସ୍ତ ରାଜପୁତ୍ର ମରିଛନ୍ତି ବୋଲି ମୋର ପ୍ରଭୁ, ମହାରାଜ ମନରେ ନ ଘେନନ୍ତୁ। କାରଣ କେବଳ ଅମ୍ନୋନ ମରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”