2 Samuel 13:34 — Compare Translations
5 translations compared side by side
Odia - 1840
"ଏଥି ମଧିଅରେ ଅବଶା ଲୋମ ପଳାଯନ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା । ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ଵସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥି ମଧ୍ୟରେ ଅବଶାଲୋମ ପଳାୟନ କରିଥିଲା। ଏହି ସମୟରେ ଜଣେ ପ୍ରହରୀ ନଗରର ପ୍ରାଚୀର ଉପରେ ଛିଡ଼ା ହୋଇଥିଲା। ସେ ଦେଖିଲା, ବହୁତ ଗୁଡ଼ିଏ ଲୋକ ପର୍ବତର ଅନ୍ୟ ପାର୍ଶ୍ୱରୁ ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ୱସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ୱସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି।