2 Samuel 13:35 — Compare Translations
5 translations compared side by side
Odia - 1840
"ତେଣୁ ଯୋନାଦବ, ରାଜା ଦାଉଦଙ୍କକ୍ସ୍ଟ କହିଲା, ଦେଖ ମୁ ଠିକ୍ କହକ୍ସ୍ଟଛି, ଦେଖ, ରାଜାଙ୍କର ପକ୍ସ୍ଟତ୍ର ଆସକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋନାଦବ୍ ରାଜାଙ୍କୁ କହିଲା, ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋନାଦବ୍, ରାଜା ଦାଉଦଙ୍କୁ କହିଲା, “ଦେଖ ମୁଁ ଠିକ୍ କହୁଅଛି, ଦେଖ, ରାଜାଙ୍କର ପୁତ୍ରମାନେ ଆସୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋନାଦବ୍ ରାଜାଙ୍କୁ କହିଲା, “ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋନାଦବ୍ ରାଜାଙ୍କୁ କହିଲା, “ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।”