2 Samuel 13:36 — Compare Translations
5 translations compared side by side
Odia - 1840
"ଏହା କହି ସାରିବାପରେ ରାଜକକ୍ସ୍ଟମାରଗଣ ଆସି ସଠାେରେ ପହଁଞ୍ଚି ଗଲେ ଏବଂ ସମାନେେ କ୍ରନ୍ଦନ କରୁଥିଲେ। ଦାଉଦ ଏବଂ ତାଙ୍କର ଦାସୀମାନେ ମଧ୍ଯ କାନ୍ଦିବାକକ୍ସ୍ଟ ଲାଗିଲେ ଓ ଚିତ୍କାର କରି କାନ୍ଦିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା କହି ସାରିବା ପରେ ରାଜକୁମାରଗଣ ଆସି ସେଠାରେ ପହଞ୍ଚି ଗଲେ ଏବଂ ସେମାନେ କ୍ରନ୍ଦନ କରୁଥିଲେ। ଦାଉଦ ଏବଂ ତାଙ୍କର ଦାସୀମାନେ ମଧ୍ୟ କାନ୍ଦିବାକୁ ଲାଗିଲେ ଓ ଚିତ୍କାର କରି କାନ୍ଦିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଏହି କଥା କହିବା ସମାପ୍ତ କଲା କ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ।