2 Samuel 13:37 — Compare Translations
5 translations compared side by side
Odia - 1840
"ତାଙ୍କର ପକ୍ସ୍ଟତ୍ର ଅମ୍ମାନଙ୍କେ ପାଇଁ ଦାଉଦ ବହକ୍ସ୍ଟତ ଦିନ ଶାେକ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୁରର ପୁତ୍ର ତଲ୍ମୟ ନିକଟକୁ ଗଲା । ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ପୁତ୍ର ଅମ୍ନୋନଙ୍କ ପାଇଁ ଦାଉଦ ବହୁତ ଦିନ ଶୋକ କଲେ। ଅବଶାଲୋମ ଗଶୂରକୁ ପଳାୟନ କଲେ ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୁରର ପୁତ୍ର ତଲ୍ମୟ ନିକଟକୁ ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।