2 Samuel 13:38 — Compare Translations
5 translations compared side by side
Odia - 1840
"ଏହାପରେ ଅବଶା ଲୋମ ଗଶୂରକକ୍ସ୍ଟ ପଳାଇ ସଠାେରେ ତିନିବର୍ଷ ଧରି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବଶାଲୋମ ଗଶୂରକୁ ପଳାଇ ସେଠାରେ ତିନି ବର୍ଷ ଧରି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା।