2 Samuel 13:39 — Compare Translations
5 translations compared side by side
Odia - 1840
"ଦାଉଦ ତାଙ୍କର ମନ ଅବଶାଲୋମ ଆଡେ ଗଲାପରେ ତାଙ୍କର ପ୍ରାଣ କ୍ଷୀଣ ହେଲା କାରଣ ସେ ଅମ୍ ନୋନର ମୃତକ୍ସ୍ଟ୍ଯ ଜାଣି ସାନ୍ତ୍ବନା ପ୍ରାଲ୍ଗ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଙ୍ କ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ଵନାପ୍ରାପ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତାଙ୍କର ମନ ଅବଶାଲୋମ ଆଡ଼େ ଗଲାପରେ ତାଙ୍କର ପ୍ରାଣ କ୍ଷୀଣ ହେଲା କାରଣ ସେ ଅମ୍ନୋନର ମୃତ୍ୟୁ ଜାଣି ସାନ୍ତ୍ୱନା ପ୍ରାପ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।