2 Samuel 13:4 — Compare Translations

5 translations compared side by side

Odia - 1840
"ସେ ଅମ୍ମାନେକକ୍ସ୍ଟ ପଗ୍ଭରିଲା, ତୁମ୍ଭେ କାହିଁକି ଦିନକକ୍ସ୍ଟ ଦିନ ଏପରି କ୍ଷୀଣ ହାଇେ ଯାଉଛ। ତୁମ୍ଭେ ମାେତେ କ'ଣ ତାହା କହିବ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ଅମ୍ନୋନକୁ ପଚାରିଲା, ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ? ଏଥିରେ ଅମ୍ନୋନ ତାହାକୁ କହିଲା, ମୁଁ ମୋର ଭ୍ରାତା ଅବଶାଲୋମର ଭଗିନୀ ତାମର ପ୍ରତି କାମାସକ୍ତ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଅମ୍ନୋନକୁ ପଗ୍ଭରିଲା, “ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଛ। ତୁମ୍ଭେ ମୋତେ କ’ଣ ତାହା କହିବ ନାହିଁ?” ତା’ପରେ ଅମ୍ନୋନ କହିଲା, “ମୁଁ ଅବଶାଲୋମର ଭଉଣୀ ତାମରକୁ ଭଲ ପାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କ’ଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”