2 Samuel 13:5 — Compare Translations

5 translations compared side by side

Odia - 1840
"ଯୋନାଦବ ତାହାକକ୍ସ୍ଟ କହିଲା, ତୁମ୍ଭେ ଶୟ୍ଯା ରେ ପଡି ରୋଗ ରେ ବାହାନା କର। ପକ୍ସ୍ଟଣି ତକ୍ସ୍ଟମ୍ଭ ପିତା ତୁମ୍ଭକୁ ଦେଖିବାକକ୍ସ୍ଟ ଆସିଲେ ତାଙ୍କୁ କକ୍ସ୍ଟହ, 'ଦୟାକରି ମାରେଭଉଣୀ ତାମରକକ୍ସ୍ଟ ମାେ ପାଖକକ୍ସ୍ଟ ଆସି ମାେତେ ଖାଦ୍ୟ ଦବୋକକ୍ସ୍ଟ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ। ସେ ମାେ ଆଗ ରେ ଖାଦ୍ୟ ରାନ୍ଧିବ, ତହିଁରେ ମୁ ତାହା ଦେଖି ତାହା ହାତରକ୍ସ୍ଟ ଭୋଜନ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋନାଦବ୍ ତାହାକୁ କହିଲା, ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ମୋହର ଭଗିନୀ ତାମରକୁ ମୋʼ କତିକି ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଦବ୍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର। ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ଦୟାକରି ମୋର ଭଉଣୀ ତାମରକୁ ମୋ’ ପାଖକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦିଅନ୍ତୁ। ସେ ମୋ’ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋନାଦବ୍‍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋʼ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋନାଦବ୍‍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋ’ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋ’ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”