2 Samuel 13:7 — Compare Translations

5 translations compared side by side

Odia - 1840
"ତବେେ ଦାଉଦ ତାମରର ଗୃହକକ୍ସ୍ଟ ଲୋକ ପଠାଇ କହିଲେ, ତକ୍ସ୍ଟମ୍ଭ ଭାଇ ଅମ୍ମାନରେ ଘରକକ୍ସ୍ଟ ଟିକିଏ ୟାଇ ତାହାର ଖାଇବା ପାଇଁ କିଛି ରାନ୍ଧି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧି ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”