2 Samuel 13:8 — Compare Translations

5 translations compared side by side

Odia - 1840
"ଯେତବେେଳେ ତାମର ଆପଣା ଭାଇ ଅମ୍ମାନରେ ଗୃହକକ୍ସ୍ଟ ଗଲା, ସେତବେେଳେ ସେ ଶୟ୍ଯା ରେ ଥିଲା। ତେଣୁ ତାମର ଚକଟା ମଇଦା ନଇେ ଦଳି ଅମ୍ମାନେ ଦେଖକ୍ସ୍ଟଥିବା ବେଳେ ପିଠା ପ୍ରସ୍ତକ୍ସ୍ଟତ କରି ତାକକ୍ସ୍ଟ ପାକ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା । ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ପିଠା ପ୍ରସ୍ତୁତ କରି ତାହା ପାକ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା, ସେତେବେଳେ ସେ ଶଯ୍ୟାରେ ଥିଲା। ତେଣୁ ତାମର ଚକଟା ମଇଦା ନେଇ ଦଳି ଅମ୍ନୋନ ଦେଖୁଥିବା ବେଳେ ପିଠା ପ୍ରସ୍ତୁତ କରି ତାକୁ ପାକ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।