2 Samuel 13:9 — Compare Translations
5 translations compared side by side
Odia - 1840
"ସେ କରଇରେକ୍ସ୍ଟ ପିଠାଗକ୍ସ୍ଟଡିକ କାଢିନଇେ ତା' ଆଗ ରେ ରଖିଲା। ଏବଂ ସେ ଖାଇବାକକ୍ସ୍ଟ ମନାକଲା ଏବଂ ଅମ୍ମାନେ କହିଲା, ସମସ୍ତଙ୍କକ୍ସ୍ଟ ବାହାରକକ୍ସ୍ଟ ପଠଇେ ଦିଅ। ଏବଂ ସମସ୍ତେ କଠୋରୀରକ୍ସ୍ଟ ବାହାରି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଅଜାଡ଼ିଲା, ମାତ୍ର ସେ ଭୋଜନ କରିବାକୁ ଅସମ୍ମତ ହେଲା । ଆଉ ଅମ୍ନୋନ କହିଲା, ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ । ତହିଁରେ ସମସ୍ତେ ତାହା ନିକଟରୁ ବାହାରି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କରେଇରୁ ପିଠାଗୁଡ଼ିକ କାଢ଼ିନେଇ ତା’ ଆଗରେ ରଖିଲା। ଏବଂ ସେ ଖାଇବାକୁ ମନାକଲା ଏବଂ ଅମ୍ନୋନ କହିଲା, “ସମସ୍ତଙ୍କୁ ବାହାରକୁ ପଠେଇ ଦିଅ।” ଏବଂ ସମସ୍ତେ କୋଠରୀରୁ ବାହାରି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଦେଲା, ମାତ୍ର ସେ ଭୋଜନ କରିବାକୁ ମନା କଲା। ଆଉ ଅମ୍ନୋନ ସେବକଙ୍କୁ କହିଲା, “ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ।” ତହିଁରେ ସମସ୍ତେ ତାହା ନିକଟରୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଦେଲା, ମାତ୍ର ସେ ଭୋଜନ କରିବାକୁ ମନା କଲା। ଆଉ ଅମ୍ନୋନ ସେବକଙ୍କୁ କହିଲା, “ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ।” ତହିଁରେ ସମସ୍ତେ ତାହା ନିକଟରୁ ବାହାରି ଗଲେ।