2 Samuel 14:1 — Compare Translations
5 translations compared side by side
Odia - 1840
"ସରକ୍ସ୍ଟଯାର ପକ୍ସ୍ଟତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ଅନ୍ତଃକରଣ ଅବଶା ଲୋମ ଆଡେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ଅନ୍ତଃକରଣ ଅବଶାଲୋମ ଆଡ଼େଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଏକ ଜ୍ଞାନୀ ସ୍ତ୍ରୀକୁ ଦାଉଦଙ୍କ ନିକଟକୁ ପଠାଇଲେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ଅନ୍ତଃକରଣ ଅବଶାଲୋମ ଆଡ଼େ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।