2 Samuel 14:10 — Compare Translations
5 translations compared side by side
Odia - 1840
"ତା'ପରେ ରାଜା କହିଲେ, କହେି ଯଦି ତୁମ୍ଭକୁ କିଛି କ ହେ, ତାକକ୍ସ୍ଟ ମାେ ସମ୍ମକ୍ସ୍ଟଖକକ୍ସ୍ଟ ଆଣ ଏବଂ ସେ ତୁମ୍ଭର ଆଉ ବିବ୍ରତ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା କହିଲେ, କେହି ଯେବେ ତୁମ୍ଭକୁ କିଛି କହେ, ତାକୁ ମୋʼ କତିକି ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା କହିଲେ, “କେହି ଯଦି ତୁମ୍ଭକୁ କିଛି କହେ, ତାକୁ ମୋ’ ସମ୍ମୁଖକୁ ଆଣ ଏବଂ ସେ ତୁମ୍ଭର ଆଉ ବିବ୍ରତ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋʼ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋ’ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।”