2 Samuel 14:11 — Compare Translations

5 translations compared side by side

Odia - 1840
"ସ୍ତ୍ରୀ ଲୋକଟି କହିଲେ, ଆପଣ ସଦାପ୍ରଭୁ ପରମେଶ୍ବରଙ୍କ ନାମ ରେ ଶପଥ ନଇେ କହନ୍ତକ୍ସ୍ଟ, ଆପଣ ସମାନଙ୍କେୁ ଅଟକାଇବେ, ଯେଉଁମାନେ ତା'ର ଭାଇର ହତ୍ଯା ୟୋଗକ୍ସ୍ଟଁ ମାରେ ପକ୍ସ୍ଟତ୍ରକକ୍ସ୍ଟ ହତ୍ଯା କରିବାକୁ ଗ୍ଭହାଁନ୍ତି। ଶପଥ କରନ୍ତକ୍ସ୍ଟ ଯେ, ଆପମ ସମାନଙ୍କେୁ ମାରେ ପକ୍ସ୍ଟତ୍ରକକ୍ସ୍ଟ ଧ୍ବଂସ କରିବା ପାଇଁ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସ୍ତ୍ରୀ କହିଲେ, ରକ୍ତର ପ୍ରତିହନ୍ତା ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ । ତହୁଁ ରାଜା କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀଲୋକଟି କହିଲେ, “ଆପଣ ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ଶପଥ ନେଇ କହନ୍ତୁ, ଆପଣ ସେମାନଙ୍କୁ ଅଟକାଇବେ, ଯେଉଁମାନେ ତା’ର ଭାଇର ହତ୍ୟା ଯୋଗୁଁ ମୋର ପୁତ୍ରକୁ ହତ୍ୟା କରିବାକୁ ଗ୍ଭହାନ୍ତି। ଶପଥ କରନ୍ତୁ ଯେ, ଆପଣ ସେମାନଙ୍କୁ ମୋର ପୁତ୍ରକୁ ଧ୍ୱଂସ କରିବା ପାଇଁ ଦେବେ ନାହିଁ।” ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ କେହି ତୁମ୍ଭର ପୁତ୍ରର କ୍ଷତି କରି ପାରିବେ ନାହିଁ, ଏପରିକି ତା’ର ମୁଣ୍ଡର ଗୋଟିଏ ବାଳ ମଧ୍ୟ ତଳେ ପଡ଼ିବ ନାହିଁ। ରାଜା କହିଲେ, ପରମେଶ୍ୱରଙ୍କର ନାମ ଅକ୍ଷୁର୍ଣ୍ଣ ଥିବାଯାଏ କେହି ତା’ର ଚର୍ମକୁ ସ୍ପର୍ଶ କରି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ।” ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋ’ ପୁତ୍ରକୁ ଉଚ୍ଛିନ୍ନ କରିବେ। ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”