2 Samuel 14:12 — Compare Translations
5 translations compared side by side
Odia - 1840
"ସେ କହିଲା, ମାରେ ରାଜା ସଦାପ୍ରଭୁ ଦୟାକରି ମାେତେ କିଛି କହିବା ପାଇଁ ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ସ୍ତ୍ରୀ କହିଲା, ଆପଣଙ୍କ ଦାସୀକି ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ; ସେ କହିଲେ, କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲା, “ମୋର ରାଜା ସଦାପ୍ରଭୁ ଦୟାକରି ମୋତେ କିଛି କହିବା ପାଇଁ ଦିଅନ୍ତୁ।” ତା’ପରେ ରାଜା ଉତ୍ତର ଦେଲେ, “ତୁମ୍ଭେ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେହି ସ୍ତ୍ରୀ କହିଲା, “ଆପଣଙ୍କ ଦାସୀଙ୍କୁ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ;” ସେ କହିଲେ, “କୁହ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେହି ସ୍ତ୍ରୀ କହିଲା, “ଆପଣଙ୍କ ଦାସୀଙ୍କୁ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ;” ସେ କହିଲେ, “କୁହ।”