2 Samuel 14:13 — Compare Translations
5 translations compared side by side
Odia - 1840
"ସ୍ତ୍ରୀ ଲୋକଟି କହିଲା, ତବେେ ଆପଣ କାହିଁକି ପରମେଶ୍ବରଙ୍କ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ଏପରି ଯୋଜନା କରିଛନ୍ତି? ରାଜା ଯାହା କହିଲେ, ତାହା ତାଙ୍କର ଦୋଷକକ୍ସ୍ଟ ପ୍ରତିବିମ୍ବିତ କଲା। କାରଣ ରାଜା ଆପଣା ନିର୍ବାସିତ ପକ୍ସ୍ଟତ୍ରକକ୍ସ୍ଟ ଫରୋଇ ଆଣକ୍ସ୍ଟ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସ୍ତ୍ରୀ କହିଲା, ତେବେ ଆପଣ କାହିଁକି ପରମେଶ୍ଵରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଙ୍କଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ଵାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକକୁ ଫେରାଇ ଆଣୁ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀଲୋକଟି କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏପରି ଯୋଜନା କରିଛନ୍ତି? ରାଜା ଯାହା କହିଲେ, ତାହା ତାଙ୍କର ଦୋଷକୁ ପ୍ରତିବିମ୍ବିତ କଲା। କାରଣ ରାଜା ଆପଣା ନିର୍ବାସିତ ପୁତ୍ରକୁ ଫେରାଇ ଆଣୁ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି?” ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।