2 Samuel 14:15 — Compare Translations
5 translations compared side by side
Odia - 1840
"ମାରେ ପ୍ରଭକ୍ସ୍ଟ ଓ ମହାରାଜ ମୁ ଏହି କଥାଗକ୍ସ୍ଟଡିକ କହିବାକକ୍ସ୍ଟ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ଆସିଲି କାରଣ ଲୋକମାନେ ମାେତେ ଭୟ ଦଖାଇେଲେ। ତେଣୁ ନିଜକକ୍ସ୍ଟ ଭାବିଲି, 'ମୁ ମହାରାଜାଙ୍କକ୍ସ୍ଟ କହିବି, ହାଇପୋ ରେ, ମହାରାଜ ମାେତେ ସାହାୟ୍ଯ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ମୁଁ ଯେ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଏହି କଥା ନିବେଦନ କରିବାକୁ ଆସିଲି, ତହିଁର କାରଣ ଏହି ଯେ, ଲୋକମାନେ ମୋର ଭୟ ଜନ୍ମାଇଲେ; ତହିଁରେ ଆପଣଙ୍କ ଦାସୀ କହିଲା, ମୁଁ ଏବେ ମହାରାଜଙ୍କୁ କହିବି; ହୋଇପାରେ, ମହାରାଜ ଆପଣା ଦାସୀର ନିବେଦନାନୁସାରେ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ଓ ମହାରାଜ ମୁଁ ଏହି କଥାଗୁଡ଼ିକ କହିବାକୁ ଆପଣଙ୍କ ନିକଟକୁ ଆସିଲି କାରଣ ଲୋକମାନେ ମୋତେ ଭୟ ଦେଖାଇଲେ। ତେଣୁ ନିଜକୁ ଭାବିଲି, ‘ମୁଁ ମହାରାଜାଙ୍କୁ କହିବି, ହୋଇପାରେ, ମହାରାଜ ମୋତେ ସାହାଯ୍ୟ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ମୁଁ ଯେ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଏହି କଥା ନିବେଦନ କରିବାକୁ ଆସିଲି, ତହିଁର କାରଣ ଏହି ଯେ, ଲୋକମାନେ ମୋର ଭୟ ଜନ୍ମାଇଲେ; ତହିଁରେ ଆପଣଙ୍କ ଦାସୀ କହିଲା, ‘ମୁଁ ଏବେ ମହାରାଜଙ୍କୁ କହିବି; ହୋଇପାରେ, ମହାରାଜ ଆପଣା ଦାସୀର ନିବେଦନାନୁସାରେ କରିବେ।
Odia IRV 2017 (ଓଡିଆ ବାଇବେଲ)