2 Samuel 14:16 — Compare Translations
5 translations compared side by side
Odia - 1840
"ରାଜା ମାରେକଥା ଶକ୍ସ୍ଟଣିବେ ଏବଂ ଯେଉଁମାନେ ମାେତେ ଏବଂ ମାରେ ପକ୍ସ୍ଟତ୍ରକକ୍ସ୍ଟ ମାରିବାକକ୍ସ୍ଟ ଗ୍ଭହକ୍ସ୍ଟଁଛନ୍ତି। ସମାନଙ୍କେ କବଳରକ୍ସ୍ଟ ମାେତେ ରକ୍ଷା କରିବେ।' ସେ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ଦଇେଥିବା ଅଧିକାରରକ୍ସ୍ଟ ବଞ୍ଚିତ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ମୋତେ ଓ ମୋʼ ପୁତ୍ରକୁ ଏକତ୍ର ପରମେଶ୍ଵରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀକି ରକ୍ଷା କରିବାକୁ ମନୋଯୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ମୋର କଥା ଶୁଣିବେ ଏବଂ ଯେଉଁମାନେ ମୋତେ ଏବଂ ମୋର ପୁତ୍ରକୁ ମାରିବାକୁ ଗ୍ଭହୁଁଛନ୍ତି। ସେମାନଙ୍କ କବଳରୁ ମୋତେ ରକ୍ଷା କରିବେ।’ ସେ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ଦେଇଥିବା ଅଧିକାରରୁ ବଞ୍ଚିତ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ମୋତେ ଓ ମୋʼ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ମୋତେ ଓ ମୋ’ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’