2 Samuel 14:17 — Compare Translations

5 translations compared side by side

Odia - 1840
"ମୁ ଜାଣେ ମାରେମୂନିବଙ୍କର କଥା, ନିଶ୍ଚିତ ଭାବରେ ମାେତେ ବିଶ୍ରାମ ଦବେ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ବରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭକ୍ସ୍ଟଲ୍ ଏବଂ ସଦାପ୍ରଭୁ ତୁମ୍ଭର ପରମେଶ୍ବର ସର୍ବଦା ତକ୍ସ୍ଟମ୍ଭ ପାଖ ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ଦାସୀ ଆହୁରି କହିଲା, ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ଵରଙ୍କ ଦୂତ ତୁଲ୍ୟ; ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଆପଣଙ୍କ ସଙ୍ଗେ ଥାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ମୋର ମୁନିବଙ୍କର କଥା, ନିଶ୍ଚିତ ଭାବରେ ମୋତେ ବିଶ୍ରାମ ଦେବ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ୱରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭୁଲ୍ ଏବଂ ସଦାପ୍ରଭୁ ଆପଣଙ୍କର ପରମେଶ୍ୱର ସର୍ବଦା ଆପଣଙ୍କ ପାଖରେ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”