2 Samuel 14:19 — Compare Translations

5 translations compared side by side

Odia - 1840
"ରାଜା କହିଲେ, ଯୋୟାବ କ'ଣ ତୁମ୍ଭକୁ ଏପରି କହିବାକକ୍ସ୍ଟ କହିଥିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା କହିଲେ, ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ? ସେ ସ୍ତ୍ରୀ ଉତ୍ତର ଦେଇ କହିଲା, ହେ ମୋର ପ୍ରଭୋ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋʼ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଦକ୍ଷିଣରେ କି ବାମରେ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀକି ଏସମସ୍ତ କଥା ଶିଖାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା କହିଲେ, “ଯୋୟାବ କ’ଣ ତୁମ୍ଭକୁ ଏପରି କହିବାକୁ କହିଥିଲେ?” ସେହି ସ୍ତ୍ରୀଲୋକଟି ଉତ୍ତର ଦେଲା, “ହେ ମୋର ପ୍ରଭୁ ରାଜା, ଆପଣଙ୍କ ଜୀବିତ ଥିବା ଯାଏ, ଆପଣ ଯାହା କହନ୍ତି ସବୁ ଠିକ୍। ଆପଣଙ୍କର ଅଧିକାରୀ ଯୋୟାବ ମୋତେ ଏପରି କହିବାକୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୋ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋʼ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୁ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋ’ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।