2 Samuel 14:2 — Compare Translations
5 translations compared side by side
Odia - 1840
"ଏଣୁ ଯୋୟାବ ତକୋଯକକ୍ସ୍ଟ ଲୋକ ପଠାଇ ସଠାେରକ୍ସ୍ଟ ଏକ ଜ୍ଞାନବତୀ ସ୍ତ୍ରୀ ଲୋକ ଆଣିବାକକ୍ସ୍ଟ କହିଲା। ଯୋୟାବ ସହେି ବକ୍ସ୍ଟଦ୍ଧିମତୀ ସ୍ତ୍ରୀ ଲୋକଟିକକ୍ସ୍ଟ କହିଲେ, ଦୟାକରି ବହକ୍ସ୍ଟତ ଦକ୍ସ୍ଟଃଖିତ ଥିବାର ଛଳନା କର। ଶାେକ ବସ୍ତ୍ର ପରିଧାନ କର। ତୁମ୍ଭର କେଶ ରେ ଓ ମକ୍ସ୍ଟଖ ରେ ତଲେିଆ ପ୍ରସାଧାନ ଲଗାଅନାହିଁ। ମାତ୍ର ମୃତ ଲୋକ ପାଇଁ ବହକ୍ସ୍ଟକାଳରକ୍ସ୍ଟ ଶାେକକାରିଣୀ ସ୍ତ୍ରୀ ପରି ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକି ଅଣାଇ ତାହାକୁ କହିଲା, ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀଲୋକ ଆଣିବାକୁ କହିଲା। ଯୋୟାବ ସେହି ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ କହିଲେ, “ଦୟାକରି ବହୁତ ଦୁଃଖିତ ଥିବାର ଛଳନା କର। ଶୋକ ବସ୍ତ୍ର ପରିଧାନ କର। ତୁମ୍ଭର କେଶରେ ଓ ମୁଖରେ ତେଲିଆ ପ୍ରସାଧାନ ଲଗାଅ ନାହିଁ। ମାତ୍ର ମୃତ ଲୋକ ପାଇଁ ବହୁକାଳରୁ ଶୋକକାରିଣୀ ସ୍ତ୍ରୀ ପରି ବ୍ୟବହାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;