2 Samuel 14:20 — Compare Translations

5 translations compared side by side

Odia - 1840
"ଯୋୟାବ ଏପରି କରିଥିଲେ, ତେଣୁ ଆପଣା ପ୍ରେତ୍ୟକକ କଥାକକ୍ସ୍ଟ ଅଲଗା ଭାବରେ ଦେଖି ପାରିଥାନ୍ତେ। ମାରେ ପ୍ରଭକ୍ସ୍ଟ, ଆପଣ ପରମେଶ୍ବରଙ୍କ ଦୂତ ପରି ଜ୍ଞାନୀ, ପୃଥିବୀ ରେ କେଉଁଠି କ'ଣ ହେଉଛି, ଆପଣ ସବୁ ଜାଣି ପାରକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହା ହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ଵରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଏପରି କରିଥିଲେ, ତେଣୁ ଆପଣା ପ୍ରତ୍ୟେକ କଥାକୁ ଅଲଗା ଭାବରେ ଦେଖି ପାରିଥା’ନ୍ତେ। ମୋର ପ୍ରଭୁ, ଆପଣ ପରମେଶ୍ୱରଙ୍କ ଦୂତ ପରି ଜ୍ଞାନୀ, ପୃଥିବୀରେ କେଉଁଠି କ’ଣ ହେଉଛି, ଆପଣ ସବୁ ଜାଣି ପାରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହାହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହା ହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”