2 Samuel 14:22 — Compare Translations
5 translations compared side by side
Odia - 1840
"ଯୋୟାବ ମକ୍ସ୍ଟଣ୍ତ ନୂଆଁଇ ରାଜାଙ୍କକ୍ସ୍ଟ ପ୍ରଣାମ କଲା ଓ ରାଜାଙ୍କ ନାମ ରେ ଜଯଗାନ କଲା। ସେ କହିଲା, ହେ ରାଜା! ମୁ ଜାଣେ ଯେ, ଆଜି ଆରଣଙ୍କ ଦୃଷ୍ଟି ରେ ମୁ ଅନକ୍ସ୍ଟଗ୍ରହ ପାଇଛି। ଏହା ଆଜି ମୁ ଜାଣେ କାରଣ ଆପଣଙ୍କର ଦାସର କଥାନକ୍ସ୍ଟସା ରେ କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, ହେ ମୋହର ପ୍ରଭୋ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ମୁଣ୍ଡ ନୂଆଁଇ ରାଜାଙ୍କୁ ପ୍ରଣାମ କଲା ଓ ରାଜାଙ୍କ ନାମରେ ଜୟଗାନ କଲା। ସେ କହିଲା, ହେ ରାଜା! “ମୁଁ ଜାଣେ ଯେ, ଆଜି ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଛି। “ଏହା ଆଜି ମୁଁ ଜାଣେ କାରଣ ଆପଣଙ୍କର ଦାସର କଥାନୁସାରେ କାର୍ଯ୍ୟ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, “ହେ ମୋହର ପ୍ରଭୋ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, “ହେ ମୋହର ପ୍ରଭୁ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ ।”