2 Samuel 14:24 — Compare Translations

5 translations compared side by side

Odia - 1840
"କିନ୍ତୁ ଦାଉଦ ରାଜା କହିଲେ, ଅବଶା ଲୋମ ତା' ନିଜ ଘରକକ୍ସ୍ଟ ଫରେିୟାଇ ପାରିବ। ସେ ଆସିପାରିବ ନାହିଁ ଓ ଦେଖିପାରିବ ନାହିଁ। ତେଣୁ ଅବଶା ଲୋମ ତା'ର ନିଜ ଗୃହକକ୍ସ୍ଟ ଫରେିଗଲା। ଅବଶା ଲୋମ ରାଜାଙ୍କକ୍ସ୍ଟ ସାକ୍ଷାତ କରିପାରିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରାଜା କହିଲେ, ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ । ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦାଉଦ ରାଜା କହିଲେ, “ଅବଶାଲୋମ ତା’ ନିଜ ଘରକୁ ଫେରିଯାଇ ପାରିବ। ସେ ଆସି ପାରିବ ନାହିଁ ଓ ଦେଖି ପାରିବ ନାହିଁ।” ତେଣୁ ଅବଶାଲୋମ ତା’ର ନିଜ ଗୃହକୁ ଫେରିଗଲା। ଅବଶାଲୋମ ରାଜାଙ୍କୁ ସାକ୍ଷାତ କରି ପାରିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।