2 Samuel 14:25 — Compare Translations

5 translations compared side by side

Odia - 1840
"ସମକ୍ସ୍ଟଦାଯ ଇଶ୍ରାୟେଲ ମଧିଅରେ ଅବଶା ଲୋମ ପରି ଅତି ସକ୍ସ୍ଟନ୍ଦର ୟକ୍ସ୍ଟବକ କହେି ନଥିଲେ। ଲୋକମାନେ ତା'ର ସୌନ୍ଦର୍ୟ୍ଯକକ୍ସ୍ଟ ପ୍ରଶଂସା କରୁଥିଲେ। ତା'ର ପାଦରକ୍ସ୍ଟ ମସ୍ତକ ପର୍ୟ୍ଯନ୍ତ କେଉଁଠା ରେ ଗକ୍ସ୍ଟଣ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ସୌନ୍ଦର୍ଯ୍ୟ ହେତୁ ଅତି ପ୍ରଶଂସନୀୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁ; ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ସୁନ୍ଦର ଯୁବକ କେହି ନ ଥିଲେ। ଲୋକମାନେ ତା’ର ସୌନ୍ଦର୍ଯ୍ୟକୁ ପ୍ରଶଂସା କରୁଥିଲେ। ତା’ର ପାଦରୁ ମସ୍ତକ ପର୍ଯ୍ୟନ୍ତ କେଉଁଠାରେ ଖୁଣ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ପ୍ରଶଂସନୀୟ ସୌନ୍ଦର୍ଯ୍ୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁଣ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ପ୍ରଶଂସନୀୟ ସୌନ୍ଦର୍ଯ୍ୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁଣ ନ ଥିଲା।