2 Samuel 14:26 — Compare Translations
5 translations compared side by side
Odia - 1840
"ତା' ମକ୍ସ୍ଟଣ୍ତ ରେ ବାଳ ଭାରୀ ହବୋରକ୍ସ୍ଟ ସେ ତାକକ୍ସ୍ଟ କାଟିଲା। ପ୍ରତିବର୍ଷ ତା' ମକ୍ସ୍ଟଣ୍ତରକ୍ସ୍ଟ 200 ଶକେଲ ବାଳ ବାହା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମସ୍ତକର କେଶ ଭାରୀ ହେବାରୁ ସେ ତାହା କଟାଏ, ଏରୂପେ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ । ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ମୁଣ୍ଡରେ ବାଳ ଭାରୀ ହେବାରୁ ସେ ତାକୁ କାଟିଲା। ପ୍ରତି ବର୍ଷ ତା’ ମୁଣ୍ଡରୁ 200 ଶେକଲ ବାଳ ବାହାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।