2 Samuel 14:27 — Compare Translations
5 translations compared side by side
Odia - 1840
"ଅବଶା ଲୋମର ତିନି ପକ୍ସ୍ଟତ୍ର ଓ ଗୋଟିଏ ଝିଅ ଥିଲା। ସେ ଝିଅର ନାମ ତାମର ଥିଲା। ତାମର ମଧ୍ଯ ଭାରୀ ସକ୍ସ୍ଟନ୍ଦରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମର ତିନି ପୁତ୍ର ଓ ଗୋଟିଏ ଝିଅ ଥିଲା। ସେ ଝିଅର ନାମ ତାମର ଥିଲା। ତାମର ମଧ୍ୟ ଭାରୀ ସୁନ୍ଦରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।
Odia IRV 2017 (ଓଡିଆ ବାଇବେଲ)
ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।