2 Samuel 14:28 — Compare Translations

5 translations compared side by side

Odia - 1840
"ଅବଶାଲୋମ ୟିରକ୍ସ୍ଟଶାଲମ ରେ ଦକ୍ସ୍ଟଇ ବର୍ଷ ଧରି ରହିଲେ। କିନ୍ତୁ ସେ ରାଜାଙ୍କକ୍ସ୍ଟ ଦଖାେ କରିପାରକ୍ସ୍ଟ ନ ଥିଲେ। କାରଣ ତାଙ୍କୁ ଏପରି ଅନକ୍ସ୍ଟମତି ଦିଆୟାଇ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ତାଙ୍କୁ ଦେଖିବା ପାଇଁ ଯୋୟାବଙ୍କୁ ବାଧ୍ୟକଲେ ଅବଶାଲୋମ ଯିରୁଶାଲମରେ ଦୁଇ ବର୍ଷ ଧରି ରହିଲେ। କିନ୍ତୁ ସେ ରାଜାଙ୍କୁ ଦେଖା କରିପାରୁ ନ ଥିଲେ। କାରଣ ତାଙ୍କୁ ଏପରି ଅନୁମତି ଦିଆଯାଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।