2 Samuel 14:29 — Compare Translations

5 translations compared side by side

Odia - 1840
"ଅବଶାଲୋମ ଯୋୟାବଙ୍କ ନିକଟକକ୍ସ୍ଟ ଖବର ପଠାଇଲେ। ତାଙ୍କ ତରଫରକ୍ସ୍ଟ ରାଜାଙ୍କ ସମ୍ମକ୍ସ୍ଟଖକକ୍ସ୍ଟ ୟିବା ପାଇଁ। କିନ୍ତୁ ଯୋୟାବ ଆସିବାକକ୍ସ୍ଟ ଓ ଦଖାେ କରିବାକୁ ମନା କରି ଦଲୋ। ଅବଶା ଲୋମ ଦ୍ବିତୀୟ ଥର ତାଙ୍କୁ ଡକାଇଲେ, କିନ୍ତୁ ସେ ଆସିବାକକ୍ସ୍ଟ ମନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବକୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ଵିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ଯୋୟାବଙ୍କ ନିକଟକୁ ଖବର ପଠାଇଲେ। ତାଙ୍କ ତରଫରୁ ରାଜାଙ୍କ ସମ୍ମୁଖକୁ ଯିବା ପାଇଁ। କିନ୍ତୁ ଯୋୟାବ ଆସିବାକୁ ଓ ଦେଖା କରିବାକୁ ମନା କରି ଦେଲା। ଅବଶାଲୋମ ଦ୍ୱିତୀୟ ଥର ତାଙ୍କୁ ଡକାଇଲେ, କିନ୍ତୁ ସେ ଆସିବାକୁ ମନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।