2 Samuel 14:3 — Compare Translations
5 translations compared side by side
Odia - 1840
"ରାଜାଙ୍କ ନିକଟକକ୍ସ୍ଟ ୟାଇ ମୁ ତୁମ୍ଭକୁ ଯାହା କକ୍ସ୍ଟ ହେ ସହେି ବାକ୍ଯ ତାଙ୍କୁ କକ୍ସ୍ଟହ, ତା'ପରେ ଯୋୟାବ ବକ୍ସ୍ଟଦ୍ଧିମତୀ ସ୍ତ୍ରୀ ଲୋକଟିକକ୍ସ୍ଟ ଯାହା କହିବା ପାଇଁ ହବେ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ । ଏଉତ୍ତାରେ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କ ନିକଟକୁ ଯାଇ ମୁଁ ତୁମ୍ଭକୁ ଯାହା କୁହେ ସେହି ବାକ୍ୟ ତାଙ୍କୁ କୁହ, ତା’ପରେ ଯୋୟାବ ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ ଯାହା କହିବା ପାଇଁ ହେବ କହିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ।” ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ। ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।