2 Samuel 14:30 — Compare Translations

5 translations compared side by side

Odia - 1840
"ତେଣୁ ଅବଶାଲୋମ ତା'ର କର୍ମଗ୍ଭରୀମାନଙ୍କୁ କହିଲେ, ଦେଖ, ଯୋୟାବର କ୍ଷତେ ଠିକ୍ ମାରେ କ୍ଷତେ ପାଖ ରେ ଏବଂ ସେ ସେଥି ରେ ବାର୍ଲୀ ଚାଷ କରିଛି। ତୁମ୍ଭମାନେେ ୟାଅ ଓ ତାକକ୍ସ୍ଟ ପୋଡି଼ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ । ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବଶାଲୋମ ତା’ର କର୍ମଗ୍ଭରୀମାନଙ୍କୁ କହିଲେ, “ଦେଖ, ଯୋୟାବର କ୍ଷେତ ଠିକ୍ ମୋର କ୍ଷେତ ପାଖରେ ଏବଂ ସେ ସେଥିରେ ବାର୍ଲୀ ଗ୍ଭଷ କରିଛି। ତୁମ୍ଭେମାନେ ଯାଅ ଓ ତାକୁ ପୋଡ଼ି ଦିଅ।” ତେଣୁ ଅବଶାଲୋମର ଲୋକମାନେ ଗଲେ ଓ ନିଆଁ ଲଗାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇ ଦେଲେ।