2 Samuel 14:31 — Compare Translations
5 translations compared side by side
Odia - 1840
"ଯୋୟାବ ଉଠି ଅବଶାଲୋମର ଗୃହକକ୍ସ୍ଟ ଆସିଲେ। ଯୋୟାବ ଅବଶା ଲୋମକକ୍ସ୍ଟ କହିଲା, କାହିଁକି ତୁମ୍ଭର ଦାସମାନେ ମାେ ବିଲ ରେ ନିଆଁ ଲଗାଇଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଉଠି ଅବଶାଲୋମର ଗୃହକୁ ଆସିଲେ। ଯୋୟାବ ଅବଶାଲୋମକୁ କହିଲା, “କାହିଁକି ତୁମ୍ଭର ଦାସମାନେ ମୋ’ ବିଲରେ ନିଆଁ ଲଗାଇଲେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋ’ କ୍ଷେତ୍ରରେ ନିଆଁ ଲଗାଇଲେ?”