2 Samuel 14:33 — Compare Translations

5 translations compared side by side

Odia - 1840
"ତା'ପରେ ଯୋୟାବ ୟାଇ ରାଜାଙ୍କକ୍ସ୍ଟ ଏକଥା ଜଣାଇଲା। ତା'ପରେ ରାଜା ଅବଶା ଲୋମକକ୍ସ୍ଟ ପାଖକକ୍ସ୍ଟ ଡକାଇଲେ, ସେ ଆସି ରାଜାଙ୍କକ୍ସ୍ଟ ଭୂମିଷ୍ଟ ପ୍ରଣାମ କଲା, ରାଜା ଅବଶା ଲୋମକକ୍ସ୍ଟ ଚକ୍ସ୍ଟମ୍ବନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମକୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମକୁ ଚୁମ୍ଵନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ରାଜା ଦାଉଦଙ୍କ ସହିତ ଦେଖା କରିବାକୁ ଗଲେ ତା’ପରେ ଯୋୟାବ ଯାଇ ରାଜାଙ୍କୁ ଏ କଥା ଜଣାଇଲା। ତା’ପରେ ରାଜା ଅବଶାଲୋମକୁ ପାଖକୁ ଡକାଇଲେ, ସେ ଆସି ରାଜାଙ୍କୁ ଭୂମିଷ୍ଟ ପ୍ରଣାମ କଲା, ରାଜା ଅବଶାଲୋମକୁ ଚୁମ୍ବନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମଙ୍କୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମଙ୍କୁ ଚୁମ୍ବନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମକୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମକୁ ଚୁମ୍ବନ କଲେ।