2 Samuel 14:4 — Compare Translations

5 translations compared side by side

Odia - 1840
"ତହକ୍ସ୍ଟଁ ତକୋଯର ସହେି ସ୍ତ୍ରୀ ଜଣକ ରାଜାଙ୍କକ୍ସ୍ଟ କଥା କହିବା ବେଳେ ଭୂମିରେ ମକ୍ସ୍ଟଣ୍ତମାଡି ପ୍ରମାଣ କରି କହିଲା, ମହାରାଜ, ରକ୍ଷା କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, ମହାରାଜ, ରକ୍ଷା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ତକୋୟର ସେହି ସ୍ତ୍ରୀ ଜଣକ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁଣ୍ଡମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”