2 Samuel 14:5 — Compare Translations
5 translations compared side by side
Odia - 1840
"ତହିଁରେ ରାଜା ପଚାରିଲେ, କ'ଣ ତୁମ୍ଭର ଅସକ୍ସ୍ଟବିଧା କରୁଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ତାହାକୁ କହିଲେ, ତୁମ୍ଭର କଅଣ ହେଲା? ସେ ଉତ୍ତର କଲା, ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ଵାମୀ ମରିଯାଇଛି ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ରାଜା ପଗ୍ଭରିଲେ, “କ’ଣ ତୁମ୍ଭର ଅସୁବିଧା କରୁଛି?” ସେ ଉତ୍ତର ଦେଲା, “ମୁଁ ସତ୍ୟ କହୁଅଛି ମୁଁ ବିଧବା ସ୍ତ୍ରୀ, ମୋର ସ୍ୱାମୀ ମରିଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ୱାମୀ ମରିଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋ’ ସ୍ୱାମୀ ମରିଯାଇଅଛି।