2 Samuel 14:6 — Compare Translations

5 translations compared side by side

Odia - 1840
"ଆପଣଙ୍କ ଏହି ଦାସୀର ଦକ୍ସ୍ଟଇ ପକ୍ସ୍ଟତ୍ର ଥିଲେ। ସେ ଦକ୍ସ୍ଟ ହେଁ କ୍ଷେତ୍ର ରେ ବିବାଦ କଲେ। ସେତବେେଳେ ସମାନଙ୍କେୁ ଛଡାଇ ଦବୋକକ୍ସ୍ଟ କହେି ନଥିବାରକ୍ସ୍ଟ ଜଣେ ଅନ୍ୟ ଜଣଙ୍କକ୍ସ୍ଟ ମାରି ବଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ବିବାଦ କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ। ସେ ଦୁହେଁ କ୍ଷେତ୍ରରେ ବିବାଦ କଲେ। ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।