2 Samuel 14:7 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ମାରେ ପକ୍ସ୍ଟରା ପରିବାର ମାରେ ବିରକ୍ସ୍ଟଦ୍ଧାଚରଣ କରୁଛନ୍ତି। ସମାନେେ ମାେତେ କହିଲେ, 'ତୁମ୍ଭେ ସେ ପକ୍ସ୍ଟତ୍ରକକ୍ସ୍ଟ ଆଣି ଦିଅ ଯେ ତା'ର ଭାଇକକ୍ସ୍ଟ ମାରିଅଛି। ଆମ୍ଭମାନେେ ତାକକ୍ସ୍ଟ ହତ୍ଯା କରିବକ୍ସ୍ଟ। କାରଣ ସେ ତା'ର ଭାଇକକ୍ସ୍ଟ ହତ୍ଯା କଲା?' ମାେ ପକ୍ସ୍ଟଅ ହେଉଛି ମାରେ ଶଷେ ଅଗ୍ନିଶିଖା। ଯଦି ସମାନେେ ତାକକ୍ସ୍ଟ ହତ୍ଯା କରନ୍ତକ୍ସ୍ଟ, ତବେେ ସହେି ଅଗ୍ନିଶିଖା ଜଳି ଲିଭିୟିବ। ସେ ତା'ର ବାପାର ସଐତ୍ତି ପାଇବାର ଏକମାତ୍ର ଜୀବିତ ଉତ୍ତରାଧିକାରୀ ପକ୍ସ୍ଟତ୍ର। ଯଦି ସମାନେେ ତାକକ୍ସ୍ଟ ହତ୍ଯା କରନ୍ତି, ତବେେ ସହେି ସଐତ୍ତି ଅନ୍ୟ ଜଣକକ୍ସ୍ଟ ଦିଆୟିବ ଏବଂ ତା'ପରେ ମାରେ ସ୍ବାମୀର ନାମ ଏହି ଦେଶରକ୍ସ୍ଟ ଲିଭିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ଆପଣା ଭାଇକି ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ, ପୁଣି ଉତ୍ତରାଧିକାରୀକି ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକୀ ଥିବା ନିଆଁ ଲିଭାଇ ଦେବେ ଓ ଭୂମଣ୍ତଳରୁ ମୋʼ ସ୍ଵାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୋର ପୁରା ପରିବାର ମୋର ବିରୁଦ୍ଧାଚରଣ କରୁଛନ୍ତି। ସେମାନେ ମୋତେ କହିଲେ, ‘ତୁମ୍ଭେ ସେ ପୁତ୍ରକୁ ଆଣି ଦିଅ ଯେ ତା’ର ଭାଇକୁ ମାରିଅଛି। ଆମ୍ଭେମାନେ ତାକୁ ହତ୍ୟା କରିବୁ। କାରଣ ସେ ତା’ର ଭାଇକୁ ହତ୍ୟା କଲା।’ ମୋ’ ପୁଅ ହେଉଛି ମୋର ଶେଷ ଅଗ୍ନିଶିଖା। ଯଦି ସେମାନେ ତାକୁ ହତ୍ୟା କରନ୍ତି, ତେବେ ସେହି ଅଗ୍ନିଶିଖା ଜଳି ଲିଭିଯିବ। ସେ ତା’ର ବାପାର ସମ୍ପତ୍ତି ପାଇବାର ଏକମାତ୍ର ଜୀବିତ ଉତ୍ତରାଧିକାରୀ ପୁତ୍ର। ଯଦି ସେମାନେ ତାକୁ ହତ୍ୟା କରନ୍ତି, ତେବେ ସେହି ସମ୍ପତ୍ତି ଅନ୍ୟ ଜଣକୁ ଦିଆଯିବ ଏବଂ ତା’ପରେ ମୋର ସ୍ୱାମୀର ନାମ ଏହି ଦେଶରୁ ଲିଭିଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକି ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋʼ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକୀ ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋ’ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”