2 Samuel 14:8 — Compare Translations

5 translations compared side by side

Odia - 1840
"ତା'ପରେ ରାଜା ଦାଉଦ ସେ ସ୍ତ୍ରୀକକ୍ସ୍ଟ କହିଲେ, ଗୃହକକ୍ସ୍ଟ ଫରେିୟାଅ। ମୁ ଏ ବିଷଯ ରେ ତକ୍ସ୍ଟମର ଯତ୍ନ ନବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ସେହି ସ୍ତ୍ରୀକି କହିଲେ, ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଦାଉଦ ସେ ସ୍ତ୍ରୀକୁ କହିଲେ, “ଗୃହକୁ ଫେରିଯାଅ। ମୁଁ ଏ ବିଷୟରେ ତୁମର ଯତ୍ନ ନେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।”

Recommended Reading