2 Samuel 14:9 — Compare Translations

5 translations compared side by side

Odia - 1840
"ତକୋଯର ସହେି ସ୍ତ୍ରୀ ଲୋକଟି ରାଜାଙ୍କକ୍ସ୍ଟ କହିଲା, ହେ ମାରେ ସଦାପ୍ରଭୁ, ଏ ଅପରାଧଟି ମାେ ଉପରେ ଓ ମାେ ପରିବାର ଉପରେ ଥାଉ। ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷ ରହିତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତକୋୟର ସେହି ସ୍ତ୍ରୀଲୋକଟି ରାଜାଙ୍କୁ କହିଲା, “ହେ ମୋର ସଦାପ୍ରଭୁ, ଏ ଅପରାଧଟି ମୋ’ ଉପରେ ଓ ମୋ’ ପରିବାର ଉପରେ ଥାଉ। ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷ ରହିତ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୁ, ମହାରାଜ, ଏ ଅପରାଧଟି ମୋ’ ଉପରେ ଓ ମୋ’ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”