2 Samuel 15:1 — Compare Translations

5 translations compared side by side

Odia - 1840
"ଏହାପରେ ଅବଶାଲୋମ ଗୋଟିଏ ରଥ ଓ ଅଶ୍ବମାନ ପାଇଲା। ଆଉ ସେ ଯେତବେେଳେ ଘୋଡାଗାଡି ଆରୋହଣ କଲା, ପଗ୍ଭଶ ଜଣ ଲୋକ ତା' ସମ୍ମକ୍ସ୍ଟଖକକ୍ସ୍ଟ ଦୌଡି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ଵମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଜଣ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ବହୁତ ମିତ୍ର ବନାଇଲେ ଏହା ପରେ ଅବଶାଲୋମ ଗୋଟିଏ ରଥ ଓ ଅଶ୍ୱମାନ ପାଇଲା। ଆଉ ସେ ଯେତେବେଳେ ଘୋଡ଼ାଗାଡ଼ି ଆରୋହଣ କଲା, ପଗ୍ଭଶ୍ ଜଣ ଲୋକ ତା’ ସମ୍ମୁଖକୁ ଦୌଡ଼ି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା।