2 Samuel 15:10 — Compare Translations
5 translations compared side by side
Odia - 1840
"ଅବଶା ଲୋମ ଇଶ୍ରାୟେଲର ଗ୍ଭରିଆଡେ ଲୋକ ପଠାଇ ଥିଲେ, ତୁମ୍ଭମାନେେ ତୂରୀଧ୍ବନି ଶକ୍ସ୍ଟଣିବା ମାତ୍ ରେ ତୁମ୍ଭମାନେେ ଘାଷେଣା କର ଅବଶାଲୋମ ହିବ୍ରୋଣର ରାଜା ହାଇେଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଚର ପଠାଇ କହିଥିଲା, ତୁମ୍ଭେମାନେ ତୂରୀଧ୍ଵନି ଶୁଣିବା କ୍ଷଣେ ଅବଶାଲୋମ ହିବ୍ରୋଣରେ ରାଜା ହେଲେ ବୋଲି କହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ଇସ୍ରାଏଲର ଗ୍ଭରିଆଡ଼େ ଲୋକ ପଠାଇ ଥିଲେ, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା ମାତ୍ରେ ତୁମ୍ଭେମାନେ ଘୋଷଣା କର ଅବଶାଲୋମ ହିବ୍ରୋଣର ରାଜା ହୋଇଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ‘ଅବଶାଲୋମ ହିବ୍ରୋଣରେ ରାଜା ହେଲେ’ ବୋଲି କହିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ଅବଶାଲୋମ ହିବ୍ରୋଣରେ ରାଜା ହେଲେ ବୋଲି କହିବ।”