2 Samuel 15:11 — Compare Translations
5 translations compared side by side
Odia - 1840
"ଯେଉଁ 200 ଲୋକ ଅବଶା ଲୋମ ଦ୍ବାରା ନିମନ୍ତ୍ରିତ ହାଇେଥିଲେ, ସମାନେେ ତାଙ୍କ ସହିତ ୟିରକ୍ସ୍ଟଶାଲମ ପରିତ୍ଯାଗ କଲେ। ସମାନେେ ଜାଣି ନଥିଲେ କ'ଣ ତାଙ୍କର ଯୋଜନା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ 200 ଲୋକ ଅବଶାଲୋମ ଦ୍ୱାରା ନିମନ୍ତ୍ରିତ ହୋଇଥିଲେ, ସେମାନେ ତାଙ୍କ ସହିତ ଯିରୁଶାଲମ ପରିତ୍ୟାଗ କଲେ। ସେମାନେ ଜାଣି ନ ଥିଲେ କ’ଣ ତାଙ୍କର ଯୋଜନା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ।