2 Samuel 15:12 — Compare Translations
5 translations compared side by side
Odia - 1840
"ଯେତବେେଳେ ଅବଶା ଲୋମ ବଳିଦାନ ଉତ୍ସର୍ଗ କଲେ, ସେ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀଯ ଅହୀଥୋଫଲକକ୍ସ୍ଟ ତାହାର ନଗର ଗୀଲୋରକ୍ସ୍ଟ ଡକାଇଲେ। ତହିଁରେ ଚକ୍ରାନ୍ତ ଦକ୍ସ୍ଟଢ ହେଲା, କାରଣ ଅବଶାଲୋମର ସପକ୍ଷର ଲୋକମାନେ ବହକ୍ସ୍ଟତ ବୃଦ୍ଧି ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା । ତହିଁରେ ଚକ୍ରା; ଦୃଢ଼ ହେଲା; କାରଣ ଅବଶାଲୋମର ପକ୍ଷୀୟ ଲୋକ ଆହୁରି ଅନେକ ବୃଦ୍ଧି ପାଇଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅବଶାଲୋମ ବଳିଦାନ ଉତ୍ସର୍ଗ କଲେ, ସେ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲେ। ତହିଁରେ ଚକ୍ରାନ୍ତ ଦୃଢ଼ ହେଲା, କାରଣ ଅବଶାଲୋମର ସପକ୍ଷର ଲୋକମାନେ ବହୁତ ବୃଦ୍ଧି ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।