2 Samuel 15:13 — Compare Translations

5 translations compared side by side

Odia - 1840
"ଏହାପରେ ଜଣେ ଦୂତ ଦାଉଦଙ୍କ ନିକଟକକ୍ସ୍ଟ ଆସି କହିଲା, ଇଶ୍ରାୟେଲ ଲୋକମାନଙ୍କର ମନ ଅବଶା ଲୋମଙ୍କ ଉପରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଜଣେ ଦୂତ ଦାଉଦଙ୍କ ନିକଟକୁ ଆସି କହିଲା, ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମଙ୍କ ଯୋଜନା ବିଷୟରେ ଦାଉଦ ଜାଣିବାକୁ ପାଇଲେ ଏହା ପରେ ଜଣେ ଦୂତ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମଙ୍କ ଉପରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।”