2 Samuel 15:16 — Compare Translations
5 translations compared side by side
Odia - 1840
"ତାଙ୍କର ଘର ଜଗିବା ପାଇଁ ଦଶଜଣ ଉପପତ୍ନୀଙ୍କକ୍ସ୍ଟ ଛାଡି ଅନ୍ୟ ସମସ୍ତେ ସେ ସ୍ଥାନରକ୍ସ୍ଟ ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ । ପୁଣି ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପନିୀ ଛାଡ଼ିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ତାଙ୍କର ଲୋକମାନେ ରକ୍ଷା ପାଇଲେ ତାଙ୍କର ଘର ଜଗିବା ପାଇଁ ଦଶ ଜଣ ଉପପତ୍ନୀଙ୍କୁ ଛାଡ଼ି ଅନ୍ୟ ସମସ୍ତେ ସେ ସ୍ଥାନରୁ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ।