2 Samuel 15:17 — Compare Translations

5 translations compared side by side

Odia - 1840
"ରାଜା ଗ୍ଭଲି ଗଲେ ଓ ତାଙ୍କ ପେଛ ପେଛ ସମସ୍ତ ଲୋକ ଗଲେ। ସମାନେେ ଶଷେ ମକ୍ସ୍ଟଣ୍ତ ରେ ଥିବା ଗୃହ ରେ ଅଟକି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବୈଥ୍-ହମ୍ମିର୍ହକରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଗ୍ଭଲି ଗଲେ ଓ ତାଙ୍କ ପଛେ ପଛେ ସମସ୍ତ ଲୋକ ଗଲେ। ସେମାନେ ଶେଷ ମୁଣ୍ଡରେ ଥିବା ଗୃହରେ ଅଟକି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବେଥ୍-ହମ୍ମିର୍ହକରେ (ଦୂର ସ୍ଥାନରେ) ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବେଥ୍-ହମ୍ମିର୍ହକରେ (ଦୁର ସ୍ଥାନରେ) ରହିଲେ।