2 Samuel 15:18 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ତାଙ୍କର ସମସ୍ତ କର୍ମଗ୍ଭରୀ ଅଗ୍ରସର ହେଲେ। ଗାଥ ନଗରରକ୍ସ୍ଟ ତାଙ୍କ ପେଛ ପେଛ ଯେଉଁ 600 ଲୋକ ଆସିଥିଲେ, ସମାନେେ ସମସ୍ତେ କରେଥୀଯ, ପଲେଥୀଯ ଓ ଗାଥୀଯ ଲୋକ ଥିଲେ। ସମାନେେ ସମସ୍ତେ ରାଜାଙ୍କର ଆଗ ରେ ପାର ହାଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତାଙ୍କର ସମସ୍ତ କର୍ମଗ୍ଭରୀ ଅଗ୍ରସର ହେଲେ। ଗାଥ୍ ନଗରରୁ ତାଙ୍କ ପଛେ ପଛେ ଯେଉଁ 600 ଲୋକ ଆସିଥିଲେ, ସେମାନେ ସମସ୍ତେ କରେଥୀୟ, ପଲେଥୀୟ ଓ ଗାଥୀୟ ଲୋକ ଥିଲେ। ସେମାନେ ସମସ୍ତେ ରାଜାଙ୍କର ଆଗରେ ପାର ହୋଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍‍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍‍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ।