2 Samuel 15:19 — Compare Translations

5 translations compared side by side

Odia - 1840
"ସେତବେେଳେ ରାଜା ଗାଥୀଯ ଇତ୍ତଯକକ୍ସ୍ଟ କହିଲେ, ତୁମ୍ଭମାନେେ କାହିଁକି ଆମ୍ଭମାନଙ୍କ ସଙ୍ଗ ରେ ଯାଉଛ? ଫରେିୟାଅ, ରାଜାଙ୍କ ସହିତ ରହିୟାଅ। କାରଣ ତୁମ୍ଭେ ତ ଜଣେ ବିଦେଶୀ। ତୁମ୍ଭେ ମଧ୍ଯ ନିର୍ବାସିତ ଲୋକ, ତୁମ୍ଭେ ନିଜ ସ୍ଥାନକକ୍ସ୍ଟ ଫରେିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଛ? ଫେରି ଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ସଙ୍ଗରେ ଯାଉଛ? ଫେରିଯାଅ, ରାଜାଙ୍କ ସହିତ ରହିଯାଅ। କାରଣ ତୁମ୍ଭେ ତ ଜଣେ ବିଦେଶୀ। ତୁମ୍ଭେ ମଧ୍ୟ ନିର୍ବାସିତ ଲୋକ, ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଅଛ? ଫେରିଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଅଛ? ଫେରି ଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।