2 Samuel 15:2 — Compare Translations

5 translations compared side by side

Odia - 1840
"ଅବଶା ଲୋମ ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଉଠି ରାଜ ଦ୍ବାରର ପଥପାଶର୍‌ବ ରେ ଆସି ଠିଆ ହକ୍ସ୍ଟଏ। ଯେତବେେଳେ କୌଣସି ଲୋକ ରାଜାଙ୍କ ନିକଟକକ୍ସ୍ଟ ବିଗ୍ଭର ନ୍ଯାଯ ପାଇବା ପାଇଁ ଆସିଲେ, ଅବଶା ଲୋମ ତାଙ୍କୁ ପ୍ରଥମେ ପଗ୍ଭରିଲା, ତୁମ୍ଭେ କେଉଁ ନଗରରକ୍ସ୍ଟ ଆସିଛ? ସେ ଲୋକ ଉତ୍ତର ଦଲୋ, ମୁ ଇଶ୍ରାୟେଲର ଏହି ଗୋଷ୍ଠୀଯ ଲୋକ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ଵାରର ପଥ ପାର୍ଶ୍ଵରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, ତୁମ୍ଭେ କେଉଁ ନଗରର ଲୋକ? ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ପ୍ରତ୍ୟୁଷରୁ ଉଠି ରାଜ ଦ୍ୱାରର ପଥପାର୍ଶ୍ୱରେ ଆସି ଠିଆ ହୁଏ। ଯେତେବେଳେ କୌଣସି ଲୋକ ରାଜାଙ୍କ ନିକଟକୁ ବିଗ୍ଭର ନ୍ୟାୟ ପାଇବା ପାଇଁ ଆସିଲେ, ଅବଶାଲୋମ ତାଙ୍କୁ ପ୍ରଥମେ ପଗ୍ଭରିଲା, “ତୁମ୍ଭେ କେଉଁ ନଗରରୁ ଆସିଛ?” ସେ ଲୋକ ଉତ୍ତର ଦେଲା, “ମୁଁ ଇସ୍ରାଏଲର ଏହି ଗୋଷ୍ଠୀୟ ଲୋକ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ?” ତହିଁରେ “ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,”
Odia IRV 2017 (ଓଡିଆ ବାଇବେଲ)
ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ?” ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,